ବିଧାନସଭାରେ ଖଣି ମନ୍ତ୍ରୀଙ୍କ ସାୟରୀ

ବିଧାନସଭାରେ ଖଣି ମନ୍ତ୍ରୀଙ୍କ ସାୟରୀ। ଆଉ ସେହି ସାୟରୀ ଆଳରେ ପୂର୍ବ ବିଜେଡି ସରକାରକୁ ନିଶାନା। ନାଁ ନନେଇ ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ଏବଂ ପାଣ୍ଡିଆନଙ୍କ ଉପରେ ବର୍ଷିଛନ୍ତି ମନ୍ତ୍ରୀ।

ବିଧାନସଭାରେ ଖଣି ମନ୍ତ୍ରୀଙ୍କ ସାୟରୀ
Array