ବିଧାୟକ ଟିକେଟ୍‌ ମିଳିବା ପରେ ଖୁସିରେ ନାଚିଲେ ସମର୍ଥକ

ସୋରଡା,୨୭।୩ (ଲମ୍ବୋଦର ପାଣିଗ୍ରାହୀ): ବିଜୁ ଜନତା ଦଳର ସୋରଡା ବିଧାୟୀକା ପ୍ରାର୍ଥୀ ଭାବେ ଏଠାକାର ପୂର୍ବତନ ଏନଏସି ଅଧ୍ୟକ୍ଷା ତଥା ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁଙ୍କ ଧର୍ମପତ୍ନୀ ସଂଘମିତ୍ରା ସ୍ବାଇଁଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଦଳ ତରଫରୁ ଘୋଷଣା ହେବାପରେ ଏଠାରେ ଦଳୀୟ ମହଲ ସରଗରମ ହୋଇ ଉଠିଛି। ଘୋଷଣା ପରେ ସମର୍ଥକମାନେ ଏଠାରେ ବିଜେଡି କାର୍ଯ୍ୟାଳୟରେ ବାଣଫୁଟାଇବା ସହ ନୃତ୍ୟ କରିଥିଲେ ଓ ମିଠା ବଣ୍ଟନ କରିଛନ୍ତ। ଏନଏସି ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ବିଧାୟକ ପୂର୍ଣ୍ଣଚନ୍ଦ୍ର […] The post ବିଧାୟକ ଟିକେଟ୍‌ ମିଳିବା ପରେ ଖୁସିରେ ନାଚିଲେ ସମର୍ଥକ appeared first on Dharitri Odia News.

ବିଧାୟକ ଟିକେଟ୍‌ ମିଳିବା ପରେ ଖୁସିରେ ନାଚିଲେ ସମର୍ଥକ

ସୋରଡା,୨୭।୩ (ଲମ୍ବୋଦର ପାଣିଗ୍ରାହୀ): ବିଜୁ ଜନତା ଦଳର ସୋରଡା ବିଧାୟୀକା ପ୍ରାର୍ଥୀ ଭାବେ ଏଠାକାର ପୂର୍ବତନ ଏନଏସି ଅଧ୍ୟକ୍ଷା ତଥା ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁଙ୍କ ଧର୍ମପତ୍ନୀ ସଂଘମିତ୍ରା ସ୍ବାଇଁଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଦଳ ତରଫରୁ ଘୋଷଣା ହେବାପରେ ଏଠାରେ ଦଳୀୟ ମହଲ ସରଗରମ ହୋଇ ଉଠିଛି। ଘୋଷଣା ପରେ ସମର୍ଥକମାନେ ଏଠାରେ ବିଜେଡି କାର୍ଯ୍ୟାଳୟରେ ବାଣଫୁଟାଇବା ସହ ନୃତ୍ୟ କରିଥିଲେ ଓ ମିଠା ବଣ୍ଟନ କରିଛନ୍ତ। ଏନଏସି ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ ସମେତ ବହୁ ନେତୃବୃନ୍ଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାଧୁବାଦ ଜଣାଇଛନ୍ତି।

The post ବିଧାୟକ ଟିକେଟ୍‌ ମିଳିବା ପରେ ଖୁସିରେ ନାଚିଲେ ସମର୍ଥକ appeared first on Dharitri Odia News.