ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ନୋଟିସ କରିଛନ୍ତି କୋର୍ଟ। ଆସନ୍ତା ଅଗଷ୍ଟ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। The post ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ appeared first on Dharitri Odia News.

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ନୋଟିସ କରିଛନ୍ତି କୋର୍ଟ। ଆସନ୍ତା ଅଗଷ୍ଟ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

The post ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ appeared first on Dharitri Odia News.