ବିଧାୟକଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍
ଜୟପୁର, ୧୮ା୧୨ (ପବନ ପାଣିଗ୍ରାହୀ): ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସ୍ ବୁକ୍ ଆକାଉଣ୍ଟ ହ୍ୟାକ୍ ହୋଇଛି। ଏନେଇ ସେ ନିଜେ ଫେସ୍ ବୁକର ଅନ୍ୟ ଏକ ପ୍ରୋଫାଇଲ ପେଜ୍ରୁ ସୂଚନା ଦେଇଛନ୍ତି। କେହି ଜଣେ ଦୁର୍ବୃତ୍ତ ଏପରି କରିଥିବା ଅନୁମାନ କରି ବାହିନୀପତି କୋରାପୁଟ ସାଇବର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। The post ବିଧାୟକଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍ appeared first on Dharitri Odia News.
ଜୟପୁର, ୧୮ା୧୨ (ପବନ ପାଣିଗ୍ରାହୀ): ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସ୍ ବୁକ୍ ଆକାଉଣ୍ଟ ହ୍ୟାକ୍ ହୋଇଛି। ଏନେଇ ସେ ନିଜେ ଫେସ୍ ବୁକର ଅନ୍ୟ ଏକ ପ୍ରୋଫାଇଲ ପେଜ୍ରୁ ସୂଚନା ଦେଇଛନ୍ତି। କେହି ଜଣେ ଦୁର୍ବୃତ୍ତ ଏପରି କରିଥିବା ଅନୁମାନ କରି ବାହିନୀପତି କୋରାପୁଟ ସାଇବର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।
The post ବିଧାୟକଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍ appeared first on Dharitri Odia News.