ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ଜାରି କରିପାରିବେନି ନିର୍ଦ୍ଦେଶ: ହାଇକୋର୍ଟ
କଟକ,୨୨ା୧୨: ନୂଆ ଜିଲା ଘୋଷଣା ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥନୈତିକ ସ୍ଥିତି,ଜନସଂଖ୍ୟା, ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନ ନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଜିଲା ଗଠନ ନିଷ୍ପତ୍ତି ହେଉଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗ୍ରହଣ କରି ଏଭଳି ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି। The post ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ଜାରି କରିପାରିବେନି ନିର୍ଦ୍ଦେଶ: ହାଇକୋର୍ଟ appeared first on Dharitri Odia News.
କଟକ,୨୨ା୧୨: ନୂଆ ଜିଲା ଘୋଷଣା ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଅର୍ଥନୈତିକ ସ୍ଥିତି,ଜନସଂଖ୍ୟା, ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନ ନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଜିଲା ଗଠନ ନିଷ୍ପତ୍ତି ହେଉଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗ୍ରହଣ କରି ଏଭଳି ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି।
The post ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ଜାରି କରିପାରିବେନି ନିର୍ଦ୍ଦେଶ: ହାଇକୋର୍ଟ appeared first on Dharitri Odia News.