ବିନିକା ମହିଳା ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ବିନିକା ୧୮।୦୩ : ସୋମପୁର ଜିଲ୍ଲା ବିନିକା ମହିଳା ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ । ଏହି ଉତ୍ସବରେ ଉପସ୍ଥିତ ଥିବା ଅତିଥିମାନଙ୍କ ଦ୍ୱାରା ପ୍ରଥମେ ଦ୍ୱିପ ପ୍ରଜ୍ୱଳନ କରାଯାଇ ଅତିଥିମାନଙ୍କୁ ସ୍ୱାଗତ କରାଯାଇଥିଲା । ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଅତିଥି ବେଶ୍ ଆକର୍ଷଣୀୟ ହୋଇଥିବା ବେଳେ ଶିକ୍ଷା କ୍ଷେତ୍ରରେ କିପରି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ୱଳ ହେବ । ସେନେଇ କାମନା ମଧ୍ୟ କରାଯାଇଥିଲା । ଏହାବ୍ୟତୀତ ଉପସ୍ଥିତ ଥିବା ଅତିଥିମାନଙ୍କ ଦ୍ୱାରା ବିଭିନ୍ନ ପ୍ରତିଯୋଗିତାରେ ପୂର୍ବରୁ କୃତ୍ୱିତ୍ୱ ହୋଇଥିବା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା l