ବିପୁଳ ନିଶା ସାମଗ୍ରୀ ଜବତ, ଜଣେ ଗିରଫ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାର ଏକ ଘର ଭିତରୁ ୫୦୦ ବୋତଲ କଫସିରପ ଜବତ ହୋଇଛି। କେଶବ ନଗର ଘରେ ଟାଉନ ଥାନା ପୋଲିସର ଅତର୍କିତ ଚଢ଼ାଉ କରିଥିଲା। ସେଠାରୁ ୫୦୦ ବୋତଲ କଫସିରପ, ନିଶା ଇଞ୍ଜେକସନ, ୫୦ ହଜାର ଟଙ୍କା ଜବତ ହୋଇଛି। ଏହି ଘଟଣାରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି। The post ବିପୁଳ ନିଶା ସାମଗ୍ରୀ ଜବତ, ଜଣେ ଗିରଫ appeared first on Dharitri Odia News.

ବିପୁଳ ନିଶା ସାମଗ୍ରୀ ଜବତ, ଜଣେ ଗିରଫ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାର ଏକ ଘର ଭିତରୁ ୫୦୦ ବୋତଲ କଫସିରପ ଜବତ ହୋଇଛି। କେଶବ ନଗର ଘରେ ଟାଉନ ଥାନା ପୋଲିସର ଅତର୍କିତ ଚଢ଼ାଉ କରିଥିଲା। ସେଠାରୁ ୫୦୦ ବୋତଲ କଫସିରପ, ନିଶା ଇଞ୍ଜେକସନ, ୫୦ ହଜାର ଟଙ୍କା ଜବତ ହୋଇଛି। ଏହି ଘଟଣାରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି।

The post ବିପୁଳ ନିଶା ସାମଗ୍ରୀ ଜବତ, ଜଣେ ଗିରଫ appeared first on Dharitri Odia News.