ବିବାହ ବନ୍ଧନରେ ବାନ୍ଧିହେଲେ ଗୋଲ୍‌ଡେନ ବୟ ନୀରଜ

ନୂଆଦିଲ୍ଲୀ,୧୯।୧: ଖେଳପ୍ରେମୀଙ୍କ ପାଇଁ ଆସିଲା ଏକ ବଡ଼ ଖୁସି ଖବର। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଗୋଲ୍‌ଡେନ ବୟ ତଥା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ଏନେଇ ନୀରଜ ସୋସିଆଲ ମିଡିଆ ‘ଏକ୍ସ’ରେ ବିବାହ ଫଟୋ ଶେୟାର କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ଲେଖିଛନ୍ତି ପ୍ରେମରେ ବାନ୍ଧି ହେଲି ବୋଲି। ହିମାନୀଙ୍କୁ ବିବାହ କରିଥିବା ସୂଚନା ଦେଇଛନ୍ତି ଭାରତୀୟ ଷ୍ଟାର ଜାଭେଲିନ ଥ୍ରୋୟର। ପ୍ରଥମ ଭାରତୀୟ ଭାବେ ଆଥଲେଟିକ୍ସରେ ଅଲିମ୍ପିକ୍ସ ସ୍ବର୍ଣ୍ଣ ଜିତି ସେ କୃତିତ୍ୱ ହାସଲ […] The post ବିବାହ ବନ୍ଧନରେ ବାନ୍ଧିହେଲେ ଗୋଲ୍‌ଡେନ ବୟ ନୀରଜ appeared first on Dharitri Odia News.

ବିବାହ ବନ୍ଧନରେ ବାନ୍ଧିହେଲେ ଗୋଲ୍‌ଡେନ ବୟ ନୀରଜ

ନୂଆଦିଲ୍ଲୀ,୧୯।୧: ଖେଳପ୍ରେମୀଙ୍କ ପାଇଁ ଆସିଲା ଏକ ବଡ଼ ଖୁସି ଖବର। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଗୋଲ୍‌ଡେନ ବୟ ତଥା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ଏନେଇ ନୀରଜ ସୋସିଆଲ ମିଡିଆ ‘ଏକ୍ସ’ରେ ବିବାହ ଫଟୋ ଶେୟାର କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ଲେଖିଛନ୍ତି ପ୍ରେମରେ ବାନ୍ଧି ହେଲି ବୋଲି।

ହିମାନୀଙ୍କୁ ବିବାହ କରିଥିବା ସୂଚନା ଦେଇଛନ୍ତି ଭାରତୀୟ ଷ୍ଟାର ଜାଭେଲିନ ଥ୍ରୋୟର। ପ୍ରଥମ ଭାରତୀୟ ଭାବେ ଆଥଲେଟିକ୍ସରେ ଅଲିମ୍ପିକ୍ସ ସ୍ବର୍ଣ୍ଣ ଜିତି ସେ କୃତିତ୍ୱ ହାସଲ କରିଛନ୍ତି। ନୀରଜ ବିବାହ କଥାକୁ ମଧ୍ୟ ସମ୍ପୂର୍ଣ୍ଣ ଗୋପନୀୟ ରଖିଥିଲେ।

The post ବିବାହ ବନ୍ଧନରେ ବାନ୍ଧିହେଲେ ଗୋଲ୍‌ଡେନ ବୟ ନୀରଜ appeared first on Dharitri Odia News.