ବିଭିନ୍ନ ସମସ୍ୟା ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଆଲୋଚନା କଲେ ସାଂସଦ

ପଦ୍ମପୁର,୨।୫(ପ୍ରଦୀପ୍ତ ଦାଶ):ପଦ୍ମପୁର ଠାରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତଙ୍କ ସହିତ ପଦ୍ମପୁର ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ପଦ୍ମପୁର ଗଣମାଧ୍ୟମର ପ୍ରତିନିଧିମାନେ ଆଲୋଚନା କରିଛନ୍ତି । ବିଶେଷକରି ପଦ୍ମପୁରରେ ଏକ ଆଞ୍ଚଳିକ ସହକାରୀ ପରିବହନ କାର୍ଯାଳୟ ସ୍ଥାପନ ସମେତ ପଦ୍ମପୁରର ସ୍ବାସ୍ଥ୍ୟ ସେବା ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ। ସାଂସଦ ପୁରୋହିତ ଏ ସଂପର୍କରେ ବିଭାଗୀୟ ମନ୍ତ୍ରୀ ମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରତିଶ୍ରୁତି ଦେବା ସହିତ ଏହି ସମସ୍ୟା ସମ୍ପର୍କରେ ଶୀଘ୍ର […] The post ବିଭିନ୍ନ ସମସ୍ୟା ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଆଲୋଚନା କଲେ ସାଂସଦ appeared first on Dharitri Odia News.

ବିଭିନ୍ନ ସମସ୍ୟା ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଆଲୋଚନା କଲେ ସାଂସଦ

ପଦ୍ମପୁର,୨।୫(ପ୍ରଦୀପ୍ତ ଦାଶ):ପଦ୍ମପୁର ଠାରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତଙ୍କ ସହିତ ପଦ୍ମପୁର ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ପଦ୍ମପୁର ଗଣମାଧ୍ୟମର ପ୍ରତିନିଧିମାନେ ଆଲୋଚନା କରିଛନ୍ତି । ବିଶେଷକରି ପଦ୍ମପୁରରେ ଏକ ଆଞ୍ଚଳିକ ସହକାରୀ ପରିବହନ କାର୍ଯାଳୟ ସ୍ଥାପନ ସମେତ ପଦ୍ମପୁରର ସ୍ବାସ୍ଥ୍ୟ ସେବା ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ। ସାଂସଦ ପୁରୋହିତ ଏ ସଂପର୍କରେ ବିଭାଗୀୟ ମନ୍ତ୍ରୀ ମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରତିଶ୍ରୁତି ଦେବା ସହିତ ଏହି ସମସ୍ୟା ସମ୍ପର୍କରେ ଶୀଘ୍ର ପଦକ୍ଷେପ ଗ୍ରହଣ କରିବା ପାଇଁ କହିଥିଲେ। ଆଲୋଚନାରେ ଖବରଦାତା ରତ୍ନମଣୀ ଶତପଥୀ, ଅଶ୍ୱିନୀ ଧରୁଆ, ପ୍ରଦୀପ୍ତ ଦାଶ, ସୁଦାମ ପଧାନ ପ୍ରମୁଖ ଉପସ୍ଥିତ ଥିଲେ।

The post ବିଭିନ୍ନ ସମସ୍ୟା ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଆଲୋଚନା କଲେ ସାଂସଦ appeared first on Dharitri Odia News.