ବିମାନବନ୍ଦର ଛାତ ଭୁଶୁଡିବା ଘଟଣା: ୩ ଜଣଙ୍କ ଚାଲିଗଲା ଜୀବନ
ନୂଆଦିଲ୍ଲୀ,୨୮।୬: ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ି ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୩ ଆହତ ଚିକିତ୍ସିତ ହେଉଛନ୍ତି। ଶୁକ୍ରବାର ସକାଳେ ବିମାନ ବନ୍ଦରର ଛାତ ଟର୍ମିନାଲ ୧ରେ ଏକ ଗାଡି ଉପରେ ପଡିଯାଇଥିଲା। ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀ ଗାଡି ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। The post ବିମାନବନ୍ଦର ଛାତ ଭୁଶୁଡିବା ଘଟଣା: ୩ ଜଣଙ୍କ ଚାଲିଗଲା ଜୀବନ appeared first on Dharitri Odia News.
ନୂଆଦିଲ୍ଲୀ,୨୮।୬: ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ି ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୩ ଆହତ ଚିକିତ୍ସିତ ହେଉଛନ୍ତି। ଶୁକ୍ରବାର ସକାଳେ ବିମାନ ବନ୍ଦରର ଛାତ ଟର୍ମିନାଲ ୧ରେ ଏକ ଗାଡି ଉପରେ ପଡିଯାଇଥିଲା। ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀ ଗାଡି ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
The post ବିମାନବନ୍ଦର ଛାତ ଭୁଶୁଡିବା ଘଟଣା: ୩ ଜଣଙ୍କ ଚାଲିଗଲା ଜୀବନ appeared first on Dharitri Odia News.