ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ, ବଢ଼ାଗଲା ସୁରକ୍ଷା
ପାଟନା,୧୮।୬: ବିହାରର ପାଟନା ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଏହାପରେ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ତେବେ ଇମେଳ୍ ଜରିଆରେ ଧମକ ମିଳିଥିବା ନେଇ ପାଟଣା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ବଡୋଦରା ବିମାନବନ୍ଦର ଅଥୋରିଟିଙ୍କୁ ଇମେଲ ଜରିଆରେ ବୋମାରେ ଉଡାଇ ଦେବାକୁ ଧମକ ମିଳିଥିଲା। ଏହାପରେ ସିଆଇଏସ୍ଏଫରୁ ଆରମ୍ଭ କରି ସ୍ଥାନୀୟ ପୋଲିସ ବିମାନବନ୍ଦରରେ ଯାଞ୍ଚ ଆରମ୍ଭ କରିଥିଲା। The post ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ, ବଢ଼ାଗଲା ସୁରକ୍ଷା appeared first on Dharitri Odia News.
ପାଟନା,୧୮।୬: ବିହାରର ପାଟନା ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଏହାପରେ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ତେବେ ଇମେଳ୍ ଜରିଆରେ ଧମକ ମିଳିଥିବା ନେଇ ପାଟଣା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
ଏହା ପୂର୍ବରୁ ବଡୋଦରା ବିମାନବନ୍ଦର ଅଥୋରିଟିଙ୍କୁ ଇମେଲ ଜରିଆରେ ବୋମାରେ ଉଡାଇ ଦେବାକୁ ଧମକ ମିଳିଥିଲା। ଏହାପରେ ସିଆଇଏସ୍ଏଫରୁ ଆରମ୍ଭ କରି ସ୍ଥାନୀୟ ପୋଲିସ ବିମାନବନ୍ଦରରେ ଯାଞ୍ଚ ଆରମ୍ଭ କରିଥିଲା।
The post ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ, ବଢ଼ାଗଲା ସୁରକ୍ଷା appeared first on Dharitri Odia News.