ବିମାନବନ୍ଦରରୁ ଓ୍ବାଲର୍ଡ ଚାମ୍ପିୟନ ରିଚାର୍ଡସନ ଗିରଫ
ସିଆଟେଲ,୨ା୮: ୟୁଏସ୍ ଟ୍ରାକ ଓ ଫିଲ୍ଡ ଚାମ୍ପିୟନଶିପ୍ ଆରମ୍ଭ ହେବାର ୪ ଦିନ ପୂର୍ବରୁ ୧୦୦ ମିଟର ଓ୍ବାଲର୍ଡ ଚାମ୍ପିୟନ ଶାକାରି ରିଚାର୍ଡସନଙ୍କୁ ଘରୋଇ ହିଂସା ଲାଗି ସିଆଟେଲ ବିମାନବନ୍ଦରରୁ ଗିରଫ କରାଯାଇଛି। ଗତବର୍ଷ ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ୨୫ ବର୍ଷୀୟା ରିଚାର୍ଡସନ ବିମାନବନ୍ଦରରେ ତାଙ୍କ ପୁରୁଷ ସାଥୀଙ୍କ ସହ ଯୁକ୍ତିତର୍କ ପରେ ତାଙ୍କୁ ଧକ୍କା ଦେଇଥିଲେ, ଯାହା ଫଳରେ ତାଙ୍କ ପୁରୁଷ ସାଥୀ ଏକ ଖୁମ୍ବରେ ପିଟି ହୋଇଯାଇଥିଲେ। ଏକ ରିପୋର୍ଟ ମୁତାବକ, […] The post ବିମାନବନ୍ଦରରୁ ଓ୍ବାଲର୍ଡ ଚାମ୍ପିୟନ ରିଚାର୍ଡସନ ଗିରଫ appeared first on Dharitri Odia News.
ସିଆଟେଲ,୨ା୮: ୟୁଏସ୍ ଟ୍ରାକ ଓ ଫିଲ୍ଡ ଚାମ୍ପିୟନଶିପ୍ ଆରମ୍ଭ ହେବାର ୪ ଦିନ ପୂର୍ବରୁ ୧୦୦ ମିଟର ଓ୍ବାଲର୍ଡ ଚାମ୍ପିୟନ ଶାକାରି ରିଚାର୍ଡସନଙ୍କୁ ଘରୋଇ ହିଂସା ଲାଗି ସିଆଟେଲ ବିମାନବନ୍ଦରରୁ ଗିରଫ କରାଯାଇଛି। ଗତବର୍ଷ ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା
୨୫ ବର୍ଷୀୟା ରିଚାର୍ଡସନ ବିମାନବନ୍ଦରରେ ତାଙ୍କ ପୁରୁଷ ସାଥୀଙ୍କ ସହ ଯୁକ୍ତିତର୍କ ପରେ ତାଙ୍କୁ ଧକ୍କା ଦେଇଥିଲେ, ଯାହା ଫଳରେ ତାଙ୍କ ପୁରୁଷ ସାଥୀ ଏକ ଖୁମ୍ବରେ ପିଟି ହୋଇଯାଇଥିଲେ। ଏକ ରିପୋର୍ଟ ମୁତାବକ, ରିଚାର୍ଡସନଙ୍କୁ ୨୭ ତାରିଖ ସନ୍ଧ୍ୟାରେ ଗିରଫ କରାଯାଇ ପରଦିନ ଛଡ଼ା ଯାଇଥିଲା। ଗତ ଶୁକ୍ରବାର ସେ ଅତ୍ୟଧିକ ଖରା କାରଣରୁ ଅରେଗନର ୟୁଜିନରେ ୧୦୦ ମିଟର ସେମିଫାଇନାଲରେ ଓହରି ଯାଇଥିଲେ।
The post ବିମାନବନ୍ଦରରୁ ଓ୍ବାଲର୍ଡ ଚାମ୍ପିୟନ ରିଚାର୍ଡସନ ଗିରଫ appeared first on Dharitri Odia News.