ବିରୂପାରେ ଭାସିଗଲେ ୨ ଯୁବକ

କଟକ,୧୨।୪: ବିରୂପା ନଦୀରେ ଭାସିଯାଇ ୨ ଯୁବକ ମୃତ୍ୟୁ ହୋଇଛି। କଟକ ଏସିବିରେ ୨ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ୨ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା ମିଳିଛି। The post ବିରୂପାରେ ଭାସିଗଲେ ୨ ଯୁବକ appeared first on Dharitri Odia News.

ବିରୂପାରେ ଭାସିଗଲେ ୨ ଯୁବକ

କଟକ,୧୨।୪: ବିରୂପା ନଦୀରେ ଭାସିଯାଇ ୨ ଯୁବକ ମୃତ୍ୟୁ ହୋଇଛି। କଟକ ଏସିବିରେ ୨ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ୨ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା ମିଳିଛି।

The post ବିରୂପାରେ ଭାସିଗଲେ ୨ ଯୁବକ appeared first on Dharitri Odia News.