ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର…
ଭୁବନେଶ୍ୱର,୨୭ା୩: କଂଗ୍ରେସ ଗୁରୁବାର ବିଧାନସଭା ଘେରାଉ କରିଛି। ଏପଟେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍ମିଟ୍ କରି ବିରୋଧୀଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ତାଙ୍କ ଦଳର ନେତା ଆତ୍ମସମୀକ୍ଷା କରନ୍ତୁ। ସେମାନେ ବିରୋଧୀ ଦଳର ଭୂମିକା କ’ଣ ବୁଝିନାହାନ୍ତି। ବିରୋଧୀଙ୍କ ଆଚରଣ, ଉଚ୍ଚାରଣ ଆଦୌ ଠିକ୍ ନୁହେଁ। ବିଧାନସଭାରେ ମର୍ଯ୍ୟାଦା ରହିବା ଜରୁରୀ ବୋଲି ମନମୋହନ କହିଛନ୍ତି। ସୂଚନା ଥାଉ କି, ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ […] The post ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର… appeared first on Dharitri Odia News.
ଭୁବନେଶ୍ୱର,୨୭ା୩: କଂଗ୍ରେସ ଗୁରୁବାର ବିଧାନସଭା ଘେରାଉ କରିଛି। ଏପଟେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍ମିଟ୍ କରି ବିରୋଧୀଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ତାଙ୍କ ଦଳର ନେତା ଆତ୍ମସମୀକ୍ଷା କରନ୍ତୁ। ସେମାନେ ବିରୋଧୀ ଦଳର ଭୂମିକା କ’ଣ ବୁଝିନାହାନ୍ତି। ବିରୋଧୀଙ୍କ ଆଚରଣ, ଉଚ୍ଚାରଣ ଆଦୌ ଠିକ୍ ନୁହେଁ। ବିଧାନସଭାରେ ମର୍ଯ୍ୟାଦା ରହିବା ଜରୁରୀ ବୋଲି ମନମୋହନ କହିଛନ୍ତି।
The post ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର… appeared first on Dharitri Odia News.