ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ, ମୋ ସ୍ବାସ୍ଥ୍ୟ ବେଶ ଭଲ ଅଛି

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ। ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିରୋଧୀଙ୍କ ମିଛ କଥାରେ ସୀମା ରହୁନି। ଯେମିତି ଆପଣ ଦେଖିପାରୁଛନ୍ତି ମୋର ସ୍ବାସ୍ଥ୍ୟବସ୍ଥା ବେଶ ଭଲ ଅଛି। ମାସ ମାସ ଧରି ସାରା ରାଜ୍ୟରେ ମୁଁ ନିର୍ବାଚନ ପ୍ରଚାର କରି ଆସୁଛି। ବିଜେପି ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଥିବା କହିଛନ୍ତି ନବୀନ । ଅପପ୍ରଚାରକାରୀଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜବାବ । […] The post ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ, ମୋ ସ୍ବାସ୍ଥ୍ୟ ବେଶ ଭଲ ଅଛି appeared first on KNews Odisha.

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ, ମୋ ସ୍ବାସ୍ଥ୍ୟ ବେଶ ଭଲ ଅଛି
cm

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ। ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିରୋଧୀଙ୍କ ମିଛ କଥାରେ ସୀମା ରହୁନି। ଯେମିତି ଆପଣ ଦେଖିପାରୁଛନ୍ତି ମୋର ସ୍ବାସ୍ଥ୍ୟବସ୍ଥା ବେଶ ଭଲ ଅଛି। ମାସ ମାସ ଧରି ସାରା ରାଜ୍ୟରେ ମୁଁ ନିର୍ବାଚନ ପ୍ରଚାର କରି ଆସୁଛି। ବିଜେପି ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଥିବା କହିଛନ୍ତି ନବୀନ ।

ଅପପ୍ରଚାରକାରୀଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜବାବ । ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ବିଜେପି ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଥିବା କହିଛନ୍ତି ନବୀନ । ବାରିପଦାରେ ବିଜେଡି ପ୍ରଚାର ସମାବେଶ ପରେ ଖୋଦ ମୁଖ୍ଯମନ୍ତ୍ରୀ ବିଜେପିର ମିଛ ପ୍ରଚାରକୁ ନନ୍ଦା କରିଛନ୍ତି ।

 

The post ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ, ମୋ ସ୍ବାସ୍ଥ୍ୟ ବେଶ ଭଲ ଅଛି appeared first on KNews Odisha.