ବିଲହୁଡ଼ାରୁ ବଡ଼ ରେସ୍ତୋରାଁରେ ମହକିଲା ପଖାଳ

ମୁଖ୍ୟମନ୍ତ୍ରୀ, ବାଚସ୍ପତି ସୁରମା ପାଢ଼ୀଙ୍କ ସହ ବହୁ ମନ୍ତ୍ରୀ ଓ ବିଧାୟକଙ୍କ ଗହଣରେ ପଖାଳର ଆନନ୍ଦ ନେଇଥିଲେ । ପରେ ସୋସିଆଲ ମିଡିଆରେ ପୋଷ୍ଟକରି ଲେଖିଛନ୍ତି ପଖାଳ ଆମ ଓଡ଼ିଆ ପ୍ରାଣର ସ୍ପନ୍ଦନ ଓ ଆତ୍ମା । ଓଡ଼ିଆ ଖାଦ୍ୟ ସଂସ୍କୃତିରେ ପଖାଳର ବିକଳ୍ପ ନାହିଁ ।

ବିଲହୁଡ଼ାରୁ ବଡ଼ ରେସ୍ତୋରାଁରେ ମହକିଲା ପଖାଳ
Array