ବିଶୃଙ୍ଗଳିତ ଆଚରଣ ପଡିଲା ମହଙ୍ଗା; ବାଧ୍ୟତାମୂଳକ ଅବସର ନେଲେ ଭିସୁଟ ପ୍ରଫେସର
ସମ୍ବଲପୁର,୨୯।୨: ଭିସୁଟ ସହକାରୀ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । କୂଳପତି ପ୍ରଫେସର ବଂଶୀଧର ମାଝୀଙ୍କ ନିର୍ଦ୍ଦେଶ କ୍ରମରେ ରେଜିଷ୍ଟାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସୋସିଏଟ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ବିଭାଗରେ ପୂର୍ବରୁ ଆସୋସିଏଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିଲେ। ବିଶୃଙ୍ଗଳିତ ଆଚରଣ ପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଭିସୁଟ ପକ୍ଷରୁ ସୂଚନା ଦିଆଯାଇଛି। The post ବିଶୃଙ୍ଗଳିତ ଆଚରଣ ପଡିଲା ମହଙ୍ଗା; ବାଧ୍ୟତାମୂଳକ ଅବସର ନେଲେ ଭିସୁଟ ପ୍ରଫେସର appeared first on Dharitri Odia News.
ସମ୍ବଲପୁର,୨୯।୨: ଭିସୁଟ ସହକାରୀ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । କୂଳପତି ପ୍ରଫେସର ବଂଶୀଧର ମାଝୀଙ୍କ ନିର୍ଦ୍ଦେଶ କ୍ରମରେ ରେଜିଷ୍ଟାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସୋସିଏଟ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ବିଭାଗରେ ପୂର୍ବରୁ ଆସୋସିଏଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିଲେ। ବିଶୃଙ୍ଗଳିତ ଆଚରଣ ପାଇଁ ତାଙ୍କୁ ବାଧ୍ୟତାମୂଳକ
ଅବସର ଦିଆଯାଇଥିବା ଭିସୁଟ ପକ୍ଷରୁ ସୂଚନା ଦିଆଯାଇଛି।
The post ବିଶୃଙ୍ଗଳିତ ଆଚରଣ ପଡିଲା ମହଙ୍ଗା; ବାଧ୍ୟତାମୂଳକ ଅବସର ନେଲେ ଭିସୁଟ ପ୍ରଫେସର appeared first on Dharitri Odia News.