ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଆରମ୍ଭ

ପୁରୀ ୩୦।୩: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଥମ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ବୈଠକରେ ଏସପି ପିନାକ ମିଶ୍ରଙ୍କ ସହ ଜିଲ୍ଲା ଓ ଶ୍ରୀମନ୍ଦିରର ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଅଛନ୍ତି । ରଥ ନିର୍ମାଣ ନିମନ୍ତେ କାଠ ବ୍ୟବସ୍ଥା, ଠାକୁରଙ୍କ ନୀତି କାନ୍ତି, ପହଣ୍ଡି, ରଥଟଣା, ଗହଳି ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହେଉଛି । ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମଧ୍ୟ ଉପସ୍ଥିତ ଅଛନ୍ତି। ଆସନ୍ତା ଜୁଲାଇ ୭ରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ।You Can Read :ବିଜେଡି ଛାଡି ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଆରମ୍ଭ

ପୁରୀ ୩୦।୩: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଥମ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ବୈଠକରେ ଏସପି ପିନାକ ମିଶ୍ରଙ୍କ ସହ ଜିଲ୍ଲା ଓ ଶ୍ରୀମନ୍ଦିରର ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଅଛନ୍ତି । ରଥ ନିର୍ମାଣ ନିମନ୍ତେ କାଠ ବ୍ୟବସ୍ଥା, ଠାକୁରଙ୍କ ନୀତି କାନ୍ତି, ପହଣ୍ଡି, ରଥଟଣା, ଗହଳି ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହେଉଛି । ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମଧ୍ୟ ଉପସ୍ଥିତ ଅଛନ୍ତି। ଆସନ୍ତା ଜୁଲାଇ ୭ରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ।

You Can Read :

ବିଜେଡି ଛାଡି ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର