ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି ଚୟନରେ ଶିକ୍ଷାବିତ୍‌ମାନଙ୍କୁ ଜଡ଼ିତ କରାଯିବ। ଶିଳ୍ପ ନୀତି ୨୦୧୫ର ୨ଟି ସଂଶୋଧନକୁ ଅନୁମୋଦନ। ପ୍ରୋତ୍ସାହନ ପାଇଁ ଆବେଦନ ଦାଖଲର ସମୟସୀମା ୨ ବର୍ଷକୁ ବୃଦ୍ଧି ପାଇଛି। ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ବି ସଂଶୋଧନ ଅଣାଯାଇଛି। The post ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ appeared first on Dharitri Odia News.

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି।
କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି ଚୟନରେ ଶିକ୍ଷାବିତ୍‌ମାନଙ୍କୁ ଜଡ଼ିତ କରାଯିବ। ଶିଳ୍ପ ନୀତି ୨୦୧୫ର ୨ଟି ସଂଶୋଧନକୁ ଅନୁମୋଦନ। ପ୍ରୋତ୍ସାହନ ପାଇଁ ଆବେଦନ ଦାଖଲର ସମୟସୀମା ୨ ବର୍ଷକୁ ବୃଦ୍ଧି ପାଇଛି। ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ବି ସଂଶୋଧନ ଅଣାଯାଇଛି।

The post ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ appeared first on Dharitri Odia News.