ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ

ନୂଆଦିଲ୍ଲୀ,୨୩।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ । ବୁଧବାର ଜାନୁଆରୀ ୨୪ କର୍ପୂରୀ ଠାକୁରଙ୍କ ଜୟନ୍ତୀ ଥିବା ବେଳେ ତାଙ୍କୁ ମରଣୋତ୍ତର ଭାରତ ରତ୍ନ ପ୍ରଦାନ କରାଯିବ ବୋଲି ଭାରତ ସରକାର ଘୋଷଣା କରିଛନ୍ତି। ଠାକୁରଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ପାଇଁ ଦୀର୍ଘ ଦିନ ଧରି ଦାବି ଉଠିଥିଲା। ମଙ୍ଗଳବାର ଜେଡିୟୁ ନେତା କେସି ତ୍ୟାଗୀ ଠାକୁରଙ୍କୁ ଭାରତ ରତ୍ନ ଦେବା ଏବଂ ତାଙ୍କ ନାମରେ ବିଶ୍ୱବିଦ୍ୟାଳୟ ଖୋଲିବାକୁ ଦାବି […] The post ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ appeared first on Dharitri Odia News.

ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ

ନୂଆଦିଲ୍ଲୀ,୨୩।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ । ବୁଧବାର ଜାନୁଆରୀ ୨୪ କର୍ପୂରୀ ଠାକୁରଙ୍କ ଜୟନ୍ତୀ ଥିବା ବେଳେ ତାଙ୍କୁ ମରଣୋତ୍ତର ଭାରତ ରତ୍ନ ପ୍ରଦାନ କରାଯିବ ବୋଲି ଭାରତ ସରକାର ଘୋଷଣା କରିଛନ୍ତି।

ଠାକୁରଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ପାଇଁ ଦୀର୍ଘ ଦିନ ଧରି ଦାବି ଉଠିଥିଲା। ମଙ୍ଗଳବାର ଜେଡିୟୁ ନେତା କେସି ତ୍ୟାଗୀ ଠାକୁରଙ୍କୁ ଭାରତ ରତ୍ନ ଦେବା ଏବଂ ତାଙ୍କ ନାମରେ ବିଶ୍ୱବିଦ୍ୟାଳୟ ଖୋଲିବାକୁ ଦାବି କରିଥିଲେ। କର୍ପୂରୀଙ୍କୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜର ଆଦର୍ଶ ବୋଲି ମାନନ୍ତି ।

The post ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ appeared first on Dharitri Odia News.