ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି
କଣାସ,୪ା୧୦(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ପଞ୍ଚାୟତ ସମିତିର ନବମ ବୈଠକ ଗୁରୁବାର ପଞ୍ଚାୟତ ସମିତି ସଭାଗୃହରେ ଚାଲିଥିବା ସମୟରେ ବିଧାୟକଙ୍କ ଗୋଷ୍ଠୀ ଓ ବିରୋଧୀ ଗୋଷ୍ଠୀର ଶତାଧିକ ଯୁବକ ବାହାରେ ରହିଥିଲେ। ଏହି ସମୟରେ ବିରୋଧୀ ଗୋଷ୍ଠୀର କେତେଜଣ ଯୁବକ ସତ୍ୟାବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିକରିବାରୁ ବିଧାୟକଙ୍କ ଗୋଷ୍ଠୀର କେତେଜଣ ଯୁବକ ଏହାକୁ ବିରୋଧ କରିଥିଲେ। ପରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଯୁକ୍ତିତର୍କ ସହ ହାତାହାତି ଆରମ୍ଭ ହୋଇଯାଇଥିଲା। ଘଟଣାସ୍ଥଳରେ […] The post ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି appeared first on Dharitri Odia News.
କଣାସ,୪ା୧୦(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ପଞ୍ଚାୟତ ସମିତିର ନବମ ବୈଠକ ଗୁରୁବାର ପଞ୍ଚାୟତ ସମିତି ସଭାଗୃହରେ ଚାଲିଥିବା ସମୟରେ ବିଧାୟକଙ୍କ ଗୋଷ୍ଠୀ ଓ ବିରୋଧୀ ଗୋଷ୍ଠୀର ଶତାଧିକ ଯୁବକ ବାହାରେ ରହିଥିଲେ। ଏହି ସମୟରେ ବିରୋଧୀ ଗୋଷ୍ଠୀର କେତେଜଣ ଯୁବକ ସତ୍ୟାବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିକରିବାରୁ ବିଧାୟକଙ୍କ ଗୋଷ୍ଠୀର କେତେଜଣ ଯୁବକ ଏହାକୁ ବିରୋଧ କରିଥିଲେ। ପରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଯୁକ୍ତିତର୍କ ସହ ହାତାହାତି ଆରମ୍ଭ ହୋଇଯାଇଥିଲା। ଘଟଣାସ୍ଥଳରେ କଣାସ ଆଇଆଇସି ରାକେଶ ତ୍ରିପାଠୀ, ଏଏସ୍ଆଇ ଦେବୀପ୍ରସାଦ ଲେଙ୍କା, ଏସ୍ଆଇ କୃଷ୍ଣଚନ୍ଦ୍ର ବେହେରା ଉପସ୍ଥିତ ଥିବାରୁ ଉଭୟ ପକ୍ଷଙ୍କୁ ବୁଝାଶୁଝା କରି ଛାଡ଼ି ଦେଇଥିଲେ।
The post ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି appeared first on Dharitri Odia News.