ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ଅନେକ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର ୧୪।୦୫ : ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍ର ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ।ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଖବର ଅନୁଯାୟୀ, ବୁଧବାର ସଂଧ୍ୟା ୫ଟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ । ଯେଉଁଥିରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ । ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ପୋଲିସ ସୂଚନା ମିଳିଛି ।
ଭୁବନେଶ୍ୱର ୧୪।୦୫ : ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍ର ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ।ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର ।
ଖବର ଅନୁଯାୟୀ, ବୁଧବାର ସଂଧ୍ୟା ୫ଟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ । ଯେଉଁଥିରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ । ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ପୋଲିସ ସୂଚନା ମିଳିଛି ।