ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର ୦୬।୦୮: ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । କ୍ୟାବିନେଟ୍‌ରେ ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର ।ବୁଧବାର ଦିନ ୧୧ ଟା ୩୦ ସମୟରେ ଲୋକସେବା ଭବନରେ ବସିବ ମୋହନ ସରକାରଙ୍କ ଚତୁର୍ଥ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ଆଜିର କ୍ୟାବିନେଟ୍‌ ବୈଠକ। ଶ୍ରୀମନ୍ଦିର ରତ୍ନଭଣ୍ଡାର ମରମତି ଏସ୍‌ଓପି ଏବଂ ସୁଭଦ୍ରା ରୂପରେଖ ଉପରେ ଆଲୋଚନା ହୋଇପାରେ । ଏଥିସହିତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଉପରେ ଲାଗିପାରେ କ୍ୟାବିନେଟ ମୋହର ।  

ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର ୦୬।୦୮: ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । କ୍ୟାବିନେଟ୍‌ରେ ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର ।

ବୁଧବାର ଦିନ ୧୧ ଟା ୩୦ ସମୟରେ ଲୋକସେବା ଭବନରେ ବସିବ ମୋହନ ସରକାରଙ୍କ ଚତୁର୍ଥ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ଆଜିର କ୍ୟାବିନେଟ୍‌ ବୈଠକ। ଶ୍ରୀମନ୍ଦିର ରତ୍ନଭଣ୍ଡାର ମରମତି ଏସ୍‌ଓପି ଏବଂ ସୁଭଦ୍ରା ରୂପରେଖ ଉପରେ ଆଲୋଚନା ହୋଇପାରେ । ଏଥିସହିତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଉପରେ ଲାଗିପାରେ କ୍ୟାବିନେଟ ମୋହର ।