ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
ପୁରୀ ୦୬।୦୮ : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଏହି ଅବସରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଖବର ଅନୁଯାୟୀ, ବୁଧବାର ଶ୍ରାବଣ ଶୁକ୍ଳ ତୃତୀୟା ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଅନୁଷ୍ଠିତ ହେବ ବନକଲାଗି ନୀତି। ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ପୁରୀ ୦୬।୦୮ : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଏହି ଅବସରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଖବର ଅନୁଯାୟୀ, ବୁଧବାର ଶ୍ରାବଣ ଶୁକ୍ଳ ତୃତୀୟା ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଅନୁଷ୍ଠିତ ହେବ ବନକଲାଗି ନୀତି। ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।