ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨।୧: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। The post ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ appeared first on Dharitri Odia News.

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨।୧: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

The post ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ appeared first on Dharitri Odia News.