ବୁଧବାର ରାଶିଫଳ (୦୪-୦୯-୨୦୨୪)
ମେଷ: ଦିନଟି ଭଲରେ କଟିବ। ପରିବାରର ସହଯୋଗ ମିଳିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ ବୁଝାମଣା ଦେଖାଦେବ। ଘରେ ପୂଜାପାଠର ଆୟୋଜନ କରିବେ। ବାହନ ସୁଖ ପ୍ରାପ୍ତ ହେବ। ବୃଷ: ନୂତନ ଜମିକ୍ରୟ କରିପାରନ୍ତି। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। କୌଣସି ଶୁଭ ସମାଚାର ପ୍ରାପ୍ତ ହେବ। ସେୟାର ବଜାରରେ ନିବେଶ କରିବେ। ମାନସମ୍ମାନ ବୃଦ୍ଧି ପାଇବ। ମିଥୁନ: ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟରେ ବଡ଼ ଧରଣର ପରିବର୍ତ୍ତନ ଆସିବ। ଧାର୍ମିକ ପୁସ୍ତକ ପ୍ରତି […]

ମେଷ: ଦିନଟି ଭଲରେ କଟିବ। ପରିବାରର ସହଯୋଗ ମିଳିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ ବୁଝାମଣା ଦେଖାଦେବ। ଘରେ ପୂଜାପାଠର ଆୟୋଜନ କରିବେ। ବାହନ ସୁଖ ପ୍ରାପ୍ତ ହେବ।
ବୃଷ: ନୂତନ ଜମିକ୍ରୟ କରିପାରନ୍ତି। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। କୌଣସି ଶୁଭ ସମାଚାର ପ୍ରାପ୍ତ ହେବ। ସେୟାର ବଜାରରେ ନିବେଶ କରିବେ। ମାନସମ୍ମାନ ବୃଦ୍ଧି ପାଇବ।
ମିଥୁନ: ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟରେ ବଡ଼ ଧରଣର ପରିବର୍ତ୍ତନ ଆସିବ। ଧାର୍ମିକ ପୁସ୍ତକ ପ୍ରତି ରୁଚି ବଢ଼ିବ। ଦୂରସ୍ଥାନକୁ ଯାତ୍ରାଯୋଗ ଅଛି। ଆୟ ଅନୁସାରେ ବ୍ୟୟ ବଢ଼ିବ।
କର୍କଟ : ଦିନଟି ବ୍ୟସ୍ତତା ଭିତରେ କଟିବ। ଛାତ୍ରଛାତ୍ରୀ ପଢ଼ାରେ ମନୋନିବେଶ କରିବେ। ଉଚ୍ଚଶିକ୍ଷା ପାଇଁ ଅନୁକୂଳ ସମୟ। କଳା ଓ ସଙ୍ଗୀତ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି।
ସିଂହ: ଘରକୁ ଅତିଥି ଆଗମନ କରିବେ। ଦିନଟି ହସଖୁସିରେ ଅତିବାହିତ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
କନ୍ୟା: ପରିବାରରେ କୌଣସି ସଦସ୍ୟଙ୍କୁ ନେଇ ଚିନ୍ତାରେ ରହିବେ। ଅଫିସ୍ରେ କର୍ମଚାରୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ଦ୍ବାରା ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ରହିବ।
ତୁଳା: ବ୍ୟସ୍ତତା ଭିତରେ ପରିବାର ପାଇଁ ସମୟ ବାହାର କରିବେ। ମନ ପ୍ରସନ୍ନ ରହିବ। ମନପସନ୍ଦର କୌଣସି କାର୍ଯ୍ୟ କରିବେ। ଅବିବାହିତଙ୍କ ପାଇଁ ଶୁଭ ସମାଚାର ମିଳିବ। ଅତିଥÒ ସତ୍କାର କରିବେ।
ବିଛା: ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା କରନ୍ତୁ। ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ। ବୈବାହିକ ଜୀବନରେ ମନୋମାଳିନ୍ୟ ଆସିବ।
ଧନୁ: ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ନୂଆ ଯାନବାହନ କିଣିବାର ଯୋଗ ଅଛି। ନିବେଶ ପାଇଁ ଭଲ ସମୟ। କାମ ପାଇଁ ପ୍ରଶଂସିତ ହେବେ। ସମ୍ପର୍କୀୟଙ୍କ ସହିତ ସମୟ ବିତାଇ ପାରନ୍ତି।
ମକର: ରାଜନୀତିରେ କ୍ୟାରିୟର ପାଇଁ ଭଲ ସମୟ ରହିବ। ନୂଆ ଲୋକଙ୍କୁ ଭେଟିବାର ସୁଯୋଗ ଜୁଟିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ।
କୁମ୍ଭ: ସଫଳତା ପାଇଁ ଅଧିକ ପରିଶ୍ରମ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରର ସହଯୋଗ ମିଳିବ। ଚାକିରିରେ ପଦୋନ୍ନତି ସମ୍ଭାବନା ରହିଛି। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ।
ମୀନ: ବିବାହ ସ୍ଥିର ହେବ। ବନ୍ଧୁଙ୍କ ସହ ଗପସପରେ ଅଧିକ ସମୟ ଅତିବାହିତ କରିବେ। କୌଣସି ନୂଆ ବିଷୟ ପ୍ରତି ଆଗ୍ରହ ବଢ଼ିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।