ବୁଧବାର ରାଶିଫଳ ( ୧୮- ୧୨ – ୨୦୨୪ )
ମେଷ: ଦୀର୍ଘ ଦିନରୁ ଆଶା ପୂରଣ ହେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ବ୍ୟବସାୟୀ କୌଣସି ଶୁଭ ଖବର ପାଇପାରନ୍ତି। ବୃଷ: କୌଣସି କାର୍ଯ୍ୟ ବିଗିଡ଼ିପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ସ୍ବଭାବରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ। ନିବେଶ ଲାଗି ଉପଯୁକ୍ତ ସମୟ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର […]

ମେଷ: ଦୀର୍ଘ ଦିନରୁ ଆଶା ପୂରଣ ହେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ବ୍ୟବସାୟୀ କୌଣସି ଶୁଭ ଖବର ପାଇପାରନ୍ତି।
ବୃଷ: କୌଣସି କାର୍ଯ୍ୟ ବିଗିଡ଼ିପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ସ୍ବଭାବରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ। ନିବେଶ ଲାଗି ଉପଯୁକ୍ତ ସମୟ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଭୁଲ୍ କାମରୁ ଦୂରେଇ ରହିବେ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀ ପଢ଼ାରେ ଧ୍ୟାନ ଦେବେ।
କର୍କଟ: ଦାନଧର୍ମରେ ଦିନଟି ଅତିବାହିତ ହେବ। ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। ଉଧାର ଦେଇଥିବା
ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟଧାରାରେ ପରିବର୍ତ୍ତନ ଆଣିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
କନ୍ୟା: ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହେବ।
ବିଛା: ବାଦବିବାଦରୁ ଦୂରେଇ ରହିବେ। କାମରୁ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ପଡୋଶୀଙ୍କ ସହ ମତାନ୍ତର ହୋଇପାରେ।
ଧନୁ: କାମ କରିବାରେ ସକ୍ଷମ ହେବେ ନାହିଁ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ। ପ୍ରେମ ବ୍ୟାପାରରେ ବିଫଳ ହେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
ମକର: ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ବିଚଳିତ ହେବେ ନାହିଁ। ଭାଇ,ଭଉଣୀଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସକାରାତ୍ମକ ଦୃଷ୍ଟିରୁ ଦିନଟି ଭଲ।
କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ।
ମୀନ: ଅଫିସ୍ରେ ପ୍ରତିଷ୍ଠା ବଢ଼ିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ।