ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବାବେଳେ ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା। ସୂଚନାଥାଉ କି, ଦୀର୍ଘ ଦିନ ଧରି ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇ ଆସୁଥିଲା। ତେବେ ବେଆଇନ ମୋରମ ଚାଲାଣ ହେଉଥିବା ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା। ପରେ […] The post ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ appeared first on Dharitri Odia News.

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବାବେଳେ ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା। ସୂଚନାଥାଉ କି, ଦୀର୍ଘ ଦିନ ଧରି ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇ ଆସୁଥିଲା। ତେବେ ବେଆଇନ ମୋରମ ଚାଲାଣ ହେଉଥିବା ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା। ପରେ ଛତ୍ରପୁର ଥାନାରେ ଜିମା ଦିଆଯାଇଥିଲା।

The post ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ appeared first on Dharitri Odia News.