ବେଣାପୁର ପଡ଼ିଆରେ ମୋଦି: ପାଛୋଟି ନେଲେ ନବୀନ
ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଯାଜପୁରର ଚଣ୍ଡିଖୋଲସ୍ଥିତ ବେଣାପୁର ପଡ଼ିଆରେ ପହଞ୍ଚିଛନ୍ତି। ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ ବିପୁଳ ଜନସମାବେଶ ହୋଇଛି। The post ବେଣାପୁର ପଡ଼ିଆରେ ମୋଦି: ପାଛୋଟି ନେଲେ ନବୀନ appeared first on Dharitri Odia News.
ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଯାଜପୁରର ଚଣ୍ଡିଖୋଲସ୍ଥିତ ବେଣାପୁର ପଡ଼ିଆରେ ପହଞ୍ଚିଛନ୍ତି। ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ ବିପୁଳ ଜନସମାବେଶ ହୋଇଛି।
The post ବେଣାପୁର ପଡ଼ିଆରେ ମୋଦି: ପାଛୋଟି ନେଲେ ନବୀନ appeared first on Dharitri Odia News.