ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ
କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଛି। କ୍ୱେଟା ଉପତ୍ୟକାରେ ଶନିବାର ଦିନ ତମାମ ସର୍ବାଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି। ଅଚାନକ ବନ୍ୟଶରେ ଅନେକ ଘର ଭାସିଯାଇଛି। ରାସ୍ତାଘାଟ ବୁଡ଼ିରହିଥିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। The post ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ appeared first on Dharitri Odia News.
କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଛି। କ୍ୱେଟା ଉପତ୍ୟକାରେ ଶନିବାର ଦିନ ତମାମ ସର୍ବାଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି। ଅଚାନକ ବନ୍ୟଶରେ ଅନେକ ଘର ଭାସିଯାଇଛି। ରାସ୍ତାଘାଟ ବୁଡ଼ିରହିଥିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।
The post ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ appeared first on Dharitri Odia News.