ବୈଠକ ପରେ ନଡ୍ଡା କଲେ ବଡ଼ ଘୋଷଣା, କହିଲେ ଆମେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିଛନ୍ତି। ବୈଠକରେ ନିର୍ବାଚନ ପରିଚାଳନାର ସମୀକ୍ଷା ସହ ପରାମର୍ଶ ଦେଇଛନ୍ତି ନଡ୍ଡା। ନଡ୍ଡା କହିଛନ୍ତି, ଆଲୋଚନାରୁ ନିଷ୍କର୍ସ ବାହାରିଲା ଯେ, ୧୦୦ରୁ ଊଦ୍ଧର୍‌ବ ସିଟ ଜିତିବୁ। ୧୦୦ରୁ ଊଦ୍ଧର୍‌ବ ସିଟ ଜିତି ଭାଜପା ରାଜ୍ୟରେ ସରକାର ଗଢ଼ିବ। ଶୀର୍ଷ ନେତୃତ୍ୱଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡାଙ୍କ ସମୀକ୍ଷା ବୈଠକ କରିଛନ୍ତି। ବୈଠକ ପରେ ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପ୍ରତିକ୍ରିୟା ଦେଇଛନ୍ତି। The post ବୈଠକ ପରେ ନଡ୍ଡା କଲେ ବଡ଼ ଘୋଷଣା, କହିଲେ ଆମେ ଏତିକି ଆସନ ଜିତିବୁ appeared first on Dharitri Odia News.

ବୈଠକ ପରେ ନଡ୍ଡା କଲେ ବଡ଼ ଘୋଷଣା, କହିଲେ ଆମେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିଛନ୍ତି। ବୈଠକରେ ନିର୍ବାଚନ ପରିଚାଳନାର ସମୀକ୍ଷା ସହ ପରାମର୍ଶ ଦେଇଛନ୍ତି ନଡ୍ଡା। ନଡ୍ଡା କହିଛନ୍ତି, ଆଲୋଚନାରୁ ନିଷ୍କର୍ସ ବାହାରିଲା ଯେ, ୧୦୦ରୁ ଊଦ୍ଧର୍‌ବ ସିଟ ଜିତିବୁ। ୧୦୦ରୁ ଊଦ୍ଧର୍‌ବ ସିଟ ଜିତି ଭାଜପା ରାଜ୍ୟରେ ସରକାର ଗଢ଼ିବ। ଶୀର୍ଷ ନେତୃତ୍ୱଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡାଙ୍କ ସମୀକ୍ଷା ବୈଠକ କରିଛନ୍ତି। ବୈଠକ ପରେ ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପ୍ରତିକ୍ରିୟା ଦେଇଛନ୍ତି।

The post ବୈଠକ ପରେ ନଡ୍ଡା କଲେ ବଡ଼ ଘୋଷଣା, କହିଲେ ଆମେ ଏତିକି ଆସନ ଜିତିବୁ appeared first on Dharitri Odia News.