ବୈତରଣୀ ପୋଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା; ୩ଜଣ ଗୁରୁତର
ପାଟଣା,୧୩/୧୨: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ୪୯ ନମ୍ୱର ଜାତୀୟ ରାଜପଥ ବୈତରଣୀ ପୋଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଏଥିରେ ୩ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଯୋଗୁ ୪ ଘଣ୍ଟା ଧରି ରାସ୍ତା ଜାମ୍ ରହିଥିଲା । ରାସ୍ତାର ଉଭୟ ପାର୍ଶ୍ବରେ ଶତାଧିକ ଗାଡି ଫସି ରହିଥିଲେ । ସୂଚନା ମୁତାବକ, ଏନଏଚ-୪୯ ବୈତରଣୀ ପୋଲ ନିକଟରେ ଦୁଇଟି ଟ୍ରକ୍ ମୁହାମୁହିଁ ଧକ୍କା ହୋଇଥିଲେ । ସ୍ଥାନୀୟ ଲେକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଉଦ୍ଧାରକାରୀ ଦଳ ତୁରନ୍ତ ସେଠାରେ ପହଞ୍ଚି ଗାଡ଼ି ଭିତରେ ଚାପି ହୋଇ ରହିଥିବା ଜଣେ ଡ୍ରାଇଭରଙ୍କୁ ଉଦ୍ଧାର କରି । ଏହି ମୁର୍ମନ୍ତୁଦ ଦୁର୍ଘଟଣାରେ ମୋଟ୍ ୩ଜଣ ଗୁରୁତରଙ୍କୁ ହସ୍ପିଟଲାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ଦୁର୍ଘଟଣା ପରେ ୪ ଘଣ୍ଟା ଧରି ଜାତୀୟ ରାଜପଥ ଜାମ୍ ରହିଥିଲା, ଏବେ ଧୀରେ ଧୀରେ ରାସ୍ତା ଖୋଲୁଛି ।...
ପାଟଣା,୧୩/୧୨: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ୪୯ ନମ୍ୱର ଜାତୀୟ ରାଜପଥ ବୈତରଣୀ ପୋଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଏଥିରେ ୩ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଯୋଗୁ ୪ ଘଣ୍ଟା ଧରି ରାସ୍ତା ଜାମ୍ ରହିଥିଲା । ରାସ୍ତାର ଉଭୟ ପାର୍ଶ୍ବରେ ଶତାଧିକ ଗାଡି ଫସି ରହିଥିଲେ ।
ସୂଚନା ମୁତାବକ, ଏନଏଚ-୪୯ ବୈତରଣୀ ପୋଲ ନିକଟରେ ଦୁଇଟି ଟ୍ରକ୍ ମୁହାମୁହିଁ ଧକ୍କା ହୋଇଥିଲେ । ସ୍ଥାନୀୟ ଲେକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଉଦ୍ଧାରକାରୀ ଦଳ ତୁରନ୍ତ ସେଠାରେ ପହଞ୍ଚି ଗାଡ଼ି ଭିତରେ ଚାପି ହୋଇ ରହିଥିବା ଜଣେ ଡ୍ରାଇଭରଙ୍କୁ ଉଦ୍ଧାର କରି । ଏହି ମୁର୍ମନ୍ତୁଦ ଦୁର୍ଘଟଣାରେ ମୋଟ୍ ୩ଜଣ ଗୁରୁତରଙ୍କୁ ହସ୍ପିଟଲାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ଦୁର୍ଘଟଣା ପରେ ୪ ଘଣ୍ଟା ଧରି ଜାତୀୟ ରାଜପଥ ଜାମ୍ ରହିଥିଲା, ଏବେ ଧୀରେ ଧୀରେ ରାସ୍ତା ଖୋଲୁଛି ।...