ବୋରୱେଲ୍‌ରେ ଶିଶୁକନ୍ୟାକୁ ଫିଙ୍ଗିଥିବା ଘଟଣା; ମା’ଙ୍କ ପରିଚୟ ମିଳିଲା

ଶିଶୁକନ୍ୟାଟି ଜନ୍ମ ହେବାର ପ୍ରାୟ ୫/୬ ଘଣ୍ଟା ପରେ ସେ ତାକୁ ବୋରୱେଲ୍‌ରେ ଫିଙ୍ଗି ଦେଇଥିଲେ।

ବୋରୱେଲ୍‌ରେ ଶିଶୁକନ୍ୟାକୁ ଫିଙ୍ଗିଥିବା ଘଟଣା; ମା’ଙ୍କ ପରିଚୟ ମିଳିଲା

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ମା’ଙ୍କ ପରିଚୟ ମିଳିଛି। ସମ୍ବଲପୁର ଏସ୍‌ପି ଏହି ସୂଚନା ଦେଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।