ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ଆର୍‌. ସନ୍ତୋଷ, କହିଲେ…

ଛତ୍ରପୁର,୨୧।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଛାତ୍ର ସଂସଦର ପୂର୍ବତନ ସଭାପତି ଆର୍‌ ସନ୍ତୋଷ ରେଡ୍ଡୀ । ଏମ୍‌ପି ପ୍ରତିନିଧି ଭାବେ ଦାୟିତ୍ୱ ମିଳିବା ପରେ ରେଡ୍ଡୀ ଛତ୍ରପୁର ବ୍ଲକ ଅଞ୍ଚଳର ବିଭିନ୍ନ ସମସ୍ୟାର ସମାଧାନ କିପରି କରାଯିବ ସେଥି ପାଇଁ ସେ ନିଷ୍ଠାର ସହ କାର୍ଯ୍ୟ କରିବେ ବୋଲି କହିଛନ୍ତି । ଏହା ସହ ସେ ବ୍ରହ୍ମପୁର ଏମ୍‌ପି, ଛତ୍ରପୁର ବିଧାୟକ, […] The post ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ଆର୍‌. ସନ୍ତୋଷ, କହିଲେ… appeared first on Dharitri Odia News.

ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ଆର୍‌. ସନ୍ତୋଷ, କହିଲେ…

ଛତ୍ରପୁର,୨୧।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଛାତ୍ର ସଂସଦର ପୂର୍ବତନ ସଭାପତି ଆର୍‌ ସନ୍ତୋଷ ରେଡ୍ଡୀ । ଏମ୍‌ପି ପ୍ରତିନିଧି ଭାବେ ଦାୟିତ୍ୱ ମିଳିବା ପରେ ରେଡ୍ଡୀ ଛତ୍ରପୁର ବ୍ଲକ ଅଞ୍ଚଳର ବିଭିନ୍ନ ସମସ୍ୟାର ସମାଧାନ କିପରି କରାଯିବ ସେଥି ପାଇଁ ସେ ନିଷ୍ଠାର ସହ କାର୍ଯ୍ୟ କରିବେ ବୋଲି କହିଛନ୍ତି । ଏହା ସହ ସେ ବ୍ରହ୍ମପୁର ଏମ୍‌ପି, ଛତ୍ରପୁର ବିଧାୟକ, ଭାରତୀୟ ଜନତା ପାର୍ଟିର ସମସ୍ତ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଇଛନ୍ତ। ଦାୟିତ୍ୱ ମିଳିବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।

The post ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ଆର୍‌. ସନ୍ତୋଷ, କହିଲେ… appeared first on Dharitri Odia News.