ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ତିନି ପରୀକ୍ଷା ଫଳ ପ୍ରକାଶିତ
ବ୍ରହ୍ମପୁର ୭।୫: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ତିନି ପରୀକ୍ଷା ଫଳ ପ୍ରକାଶିତ ହୋଇଛି । କଳାରେ ୯୬.୦୧ ପ୍ରତିଶତ, ବିଜ୍ଞନରେ ୯୦.୮୪ ପ୍ରତିଶତ ଏବଂ ବାଣିଜ୍ୟରେ ୭୭.୮୭ ପ୍ରତିଶତ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । କଳାରେ ୧୫୬୭୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୫୦୫୧ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି ।ସେହିପରି ବିଜ୍ଞନରେ ୬୦୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୫୪୮୪ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି । ବାଣିଜ୍ୟରେ ୧୬୪୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୨୮୧ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି । ସମସ୍ତ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଜୀବନ ଉଜ୍ଜଳମୟ ହେବା ନେଇ କାମନା କରିଛନ୍ତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସ ।You Can Read :୧୦ ବଦଳରେ ୯ ପ୍ରସ୍ତାବକ ଦେଇଥିଲେ ପ୍ରାର୍ଥୀ, ଖାରଜ ହେଲା ନାମାଙ୍କନ
ବ୍ରହ୍ମପୁର ୭।୫: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ତିନି ପରୀକ୍ଷା ଫଳ ପ୍ରକାଶିତ ହୋଇଛି । କଳାରେ ୯୬.୦୧ ପ୍ରତିଶତ, ବିଜ୍ଞନରେ ୯୦.୮୪ ପ୍ରତିଶତ ଏବଂ ବାଣିଜ୍ୟରେ ୭୭.୮୭ ପ୍ରତିଶତ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । କଳାରେ ୧୫୬୭୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୫୦୫୧ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି ।
ସେହିପରି ବିଜ୍ଞନରେ ୬୦୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୫୪୮୪ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି । ବାଣିଜ୍ୟରେ ୧୬୪୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୨୮୧ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି । ସମସ୍ତ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଜୀବନ ଉଜ୍ଜଳମୟ ହେବା ନେଇ କାମନା କରିଛନ୍ତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସ ।
You Can Read :