ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ, ବିଜେଡି ନିର୍ବାଚନୀ ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର
ଭୁବନେଶ୍ୱର ୦୩/୦୪: ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ । ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ଏହାସହ ବିଜେଡି ରାଜ୍ୟ ଉପସଭାପତି ଭାବେ ମିଳିଲା ନିଯୁକ୍ତି । ଚନ୍ଦ୍ରଶେଖରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।-ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ-ଚନ୍ଦ୍ରଶେଖରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ#BJD #ChandrasekharSahu #naveenpatnaik #BijuJanataDal #PrameyaNews7 pic.twitter.com/pffoad1yxN— Prameya News7 (@NEWS7Odia) April 3, 2024ବର୍ତ୍ତମାନ ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ ବିଜେଡି । ଦଳ କେଉଁ କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ଦେଇ ନିଜର ଇସ୍ତାହାର ପ୍ରକାଶ କରିବ, ତାର ଦାୟିତ୍ୱ ଏବେ ଚନ୍ଦ୍ରଶେଖର ସାହୁଙ୍କୁ ଦିଆଯାଇଛି । ଏଥସହିତ ତାଙ୍କୁ ରାଜ୍ୟ ଉପ ସଭାପତି ଭାବେ ମଧ୍ୟ ନୂଆ ନିଯୁକ୍ତି ମିଳିଛି ।
ଭୁବନେଶ୍ୱର ୦୩/୦୪: ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ । ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ଏହାସହ ବିଜେଡି ରାଜ୍ୟ ଉପସଭାପତି ଭାବେ ମିଳିଲା ନିଯୁକ୍ତି । ଚନ୍ଦ୍ରଶେଖରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
-ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ
-ଚନ୍ଦ୍ରଶେଖରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ#BJD #ChandrasekharSahu #naveenpatnaik #BijuJanataDal #PrameyaNews7 pic.twitter.com/pffoad1yxN— Prameya News7 (@NEWS7Odia) April 3, 2024
ବର୍ତ୍ତମାନ ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ ବିଜେଡି । ଦଳ କେଉଁ କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ଦେଇ ନିଜର ଇସ୍ତାହାର ପ୍ରକାଶ କରିବ, ତାର ଦାୟିତ୍ୱ ଏବେ ଚନ୍ଦ୍ରଶେଖର ସାହୁଙ୍କୁ ଦିଆଯାଇଛି । ଏଥସହିତ ତାଙ୍କୁ ରାଜ୍ୟ ଉପ ସଭାପତି ଭାବେ ମଧ୍ୟ ନୂଆ ନିଯୁକ୍ତି ମିଳିଛି ।