ବ୍ରିଜ୍ ଉପରେ ଥୁଆ ହୋଇଛି ସ୍କୁଟି, କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ
କଟକ,୩୧।୭: (କାର୍ତ୍ତିକ ସାହୁ): କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ କରାଯାଉଛି। ହେଲେ ଚାଳକଙ୍କ ପତ୍ତା ମିଳୁନି । ତେବେ ସେ ନଦୀକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି। ଆଜି ଭୋରରୁ କଟକ ନେତାଜୀ ସୁବାଷ ସେତୁ ଉପରେ ଏକ ନାଲି ରଙ୍ଗର ସ୍କୁଟି ଥୁଆ ହୋଇଥିବା ଦେଖିବାକୁ ମିଳିଥିଲ। ସ୍କୁଟିରେ ଚାବି ଲାଗିଥିବା ବେଳେ ପାଖରେ ହଳେ ଚପଲ ମଧ୍ୟ ଥୁଆ ହୋଇଛି। […] The post ବ୍ରିଜ୍ ଉପରେ ଥୁଆ ହୋଇଛି ସ୍କୁଟି, କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ appeared first on Dharitri Odia News.
କଟକ,୩୧।୭: (କାର୍ତ୍ତିକ ସାହୁ): କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ କରାଯାଉଛି। ହେଲେ ଚାଳକଙ୍କ ପତ୍ତା ମିଳୁନି । ତେବେ ସେ ନଦୀକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି।
ଆଜି ଭୋରରୁ କଟକ ନେତାଜୀ ସୁବାଷ ସେତୁ ଉପରେ ଏକ ନାଲି ରଙ୍ଗର ସ୍କୁଟି ଥୁଆ ହୋଇଥିବା ଦେଖିବାକୁ ମିଳିଥିଲ। ସ୍କୁଟିରେ ଚାବି ଲାଗିଥିବା ବେଳେ ପାଖରେ ହଳେ ଚପଲ ମଧ୍ୟ ଥୁଆ ହୋଇଛି। ତେଣୁ କେହି ଗାଡ଼ି ରଖିଦେଇ ରାତିରେ ନଦୀକୁ ଡ଼େଇଁ ଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି।
The post ବ୍ରିଜ୍ ଉପରେ ଥୁଆ ହୋଇଛି ସ୍କୁଟି, କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ appeared first on Dharitri Odia News.