ବ୍ୟାଙ୍କରେ ଆତଙ୍କ ଖେଳାଇ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା ଲୁଟିନେଲେ ଡକାୟତ

ଯୋଡ଼ା,୧୨ା୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଚଳାଇଛି। The post ବ୍ୟାଙ୍କରେ ଆତଙ୍କ ଖେଳାଇ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା ଲୁଟିନେଲେ ଡକାୟତ appeared first on Dharitri Odia News.

ବ୍ୟାଙ୍କରେ ଆତଙ୍କ ଖେଳାଇ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା ଲୁଟିନେଲେ ଡକାୟତ

ଯୋଡ଼ା,୧୨ା୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଚଳାଇଛି।

The post ବ୍ୟାଙ୍କରେ ଆତଙ୍କ ଖେଳାଇ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା ଲୁଟିନେଲେ ଡକାୟତ appeared first on Dharitri Odia News.