ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ ପୁରୀ,୧୭।୮: ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲିବାକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ସୂଚନା ଦେଇଛନ୍ତି। ଏପରିକି ଶ୍ରୀମନ୍ଦିର ନୀତିକାନ୍ତି, ବ୍ୟବସ୍ଥାବଳୀ ଏବଂ ଜଗନ୍ନାଥ ସଂସ୍କୃତି ବିଷୟରେ ତଥ୍ୟ ଦିଆଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରଖିଥିବା ଆଇନ ମନ୍ତ୍ରୀ ପୃଥ୍ବୀରାଜ ଏକ […] The post ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ appeared first on Dharitri Odia News.

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ

ପୁରୀ,୧୭।୮: ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲିବାକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ସୂଚନା ଦେଇଛନ୍ତି। ଏପରିକି ଶ୍ରୀମନ୍ଦିର ନୀତିକାନ୍ତି, ବ୍ୟବସ୍ଥାବଳୀ ଏବଂ ଜଗନ୍ନାଥ ସଂସ୍କୃତି ବିଷୟରେ ତଥ୍ୟ ଦିଆଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏହି ଅବସରରେ ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରଖିଥିବା ଆଇନ ମନ୍ତ୍ରୀ ପୃଥ୍ବୀରାଜ ଏକ ବଡ଼ ସୂଚନା ଦେଇଛନ୍ତି। ଏନେଇ ବିଚାର ବିମର୍ଶ ଚାଲିଛି, ଖୁବଶୀଘ୍ର ଏହାର ରୂପରେଖ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।

The post ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ appeared first on Dharitri Odia News.