ଭକ୍ତିରେ ଭିଜିଲାଣି ବଡ଼ଦାଣ୍ଡ

୧୪ ଦିନର ଅଣସର ପରେ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ଭାବ ବିନୋଦିଆ । ଚକା ଆଖିରେ ଆଖି ମିଶାଇ ଲୁହ ଢାଳିଛନ୍ତି ଶ୍ରଦ୍ଧାଳୁ । ଅଣସର ପରେ ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ କରି କୃତ୍ୟ କୃତ୍ୟ ଭକ୍ତ । ଅନବସର ତାଟି ଫିଟିବା ପରେ ଆଜି ସକାଳୁ ସକାଳୁ ବଡ଼ଦାଣ୍ଡରେ ଦେଖିବାକୁ ମିଳିଥିଲା ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ।

ଭକ୍ତିରେ ଭିଜିଲାଣି ବଡ଼ଦାଣ୍ଡ
Array