ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼
ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। The post ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼ appeared first on Dharitri Odia News.
ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।
The post ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼ appeared first on Dharitri Odia News.