ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। The post ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ appeared first on Dharitri Odia News.
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।
The post ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ appeared first on Dharitri Odia News.