ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ ବିଷ୍ଣୁପ୍ରିୟା ରାଉତ ବୋଲି ଜଣାପଡିଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ବସ୍ତିରେ ଘର ନେଇ ବିଷ୍ଣୁପ୍ରିୟା ଓ ତାଙ୍କ ସାଙ୍ଗ ରହୁଥିଲେ। ତେବେ ବିଷ୍ଣୁପ୍ରିୟାଙ୍କ ଝୁଲନ୍ତା ମୃତଦେହ ମିଳିଥିବା ବେଳେ ଅନ୍ୟ ଯୁବତୀ ଜଣଙ୍କ ଫେରାର ହୋଇଯାଇଛନ୍ତି। The post ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର appeared first on Dharitri Odia News.
ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ ବିଷ୍ଣୁପ୍ରିୟା ରାଉତ ବୋଲି ଜଣାପଡିଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।
ଭୁବନେଶ୍ୱର ଭରତପୁର ଥାନା ଅଧୀନ ଏକ ବସ୍ତିରେ ଘର ନେଇ ବିଷ୍ଣୁପ୍ରିୟା ଓ ତାଙ୍କ ସାଙ୍ଗ ରହୁଥିଲେ। ତେବେ ବିଷ୍ଣୁପ୍ରିୟାଙ୍କ ଝୁଲନ୍ତା ମୃତଦେହ ମିଳିଥିବା ବେଳେ ଅନ୍ୟ ଯୁବତୀ ଜଣଙ୍କ ଫେରାର ହୋଇଯାଇଛନ୍ତି।
The post ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର appeared first on Dharitri Odia News.