ଭବାନୀପାଟଣା: ମେଡିକାଲ କଲେଜ ଓ ଡାକ୍ତରଖାନାରେ ନିଆଁ
କଳାହାଣ୍ଡି (କେନ୍ୟୁଜ): ମେଡିକାଲରେ ନିଆଁ । ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଲାଗିଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଏମସିଏଚ୍ କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା । ନିଆଁ ଲାଗି ଧୂଆଁମୟ ହୋଇଯାଇଥିଲା ପୁରା ବିଲ୍ଡିଂ । ଫଳରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଭୟଭୀତ ହୋଇ ତଳକୁ ଚାଲିଆସିଥିଲେ । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ […] The post ଭବାନୀପାଟଣା: ମେଡିକାଲ କଲେଜ ଓ ଡାକ୍ତରଖାନାରେ ନିଆଁ appeared first on KNews Odisha.

କଳାହାଣ୍ଡି (କେନ୍ୟୁଜ): ମେଡିକାଲରେ ନିଆଁ । ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଲାଗିଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଏମସିଏଚ୍ କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା । ନିଆଁ ଲାଗି ଧୂଆଁମୟ ହୋଇଯାଇଥିଲା ପୁରା ବିଲ୍ଡିଂ । ଫଳରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଭୟଭୀତ ହୋଇ ତଳକୁ ଚାଲିଆସିଥିଲେ ।
ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ସୌଭାଗ୍ୟବଶତଃ କେହି ଆହତ ହୋଇନହାଁନ୍ତି । କ୍ଷୟକ୍ଷତି ସମ୍ପର୍କରେ ଏପର୍ଯ୍ୟନ୍ତ ଜଣାପଡ଼ିନି ।
The post ଭବାନୀପାଟଣା: ମେଡିକାଲ କଲେଜ ଓ ଡାକ୍ତରଖାନାରେ ନିଆଁ appeared first on KNews Odisha.