ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ…
ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ। ଏଥର କୌଣସି ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ ନୁହେଁ ଖୋଦ୍ ଥାନାରେ କାର୍ଯ୍ୟରତ ଜଣେ ମହିଳା ମହିଳା କର୍ମଚାରୀ ଅସଦାଚରଣର ଶିକାର ହୋଇଛନ୍ତି। ଏନେଇ ମହିଳା କର୍ମଚାରୀଜଣକ ବଣ୍ଡମୁଣ୍ଡା ଥାନାର ଆଇଆଇସିଙ୍କ ନାଁରେ ଅସଦାଚରଣ କରିଥିବା ଅଭିଯୋଗ ଆଣିଛନ୍ତି । ଅଭିଯୋଗ ପରେ ଆଇଆଇସିଙ୍କୁ ଏସପି ଅଫିସକୁ ବଦଳି କରାଯାଇଛି। […] The post ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ… appeared first on Dharitri Odia News.
ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ। ଏଥର କୌଣସି ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ ନୁହେଁ ଖୋଦ୍ ଥାନାରେ କାର୍ଯ୍ୟରତ ଜଣେ ମହିଳା ମହିଳା କର୍ମଚାରୀ ଅସଦାଚରଣର ଶିକାର ହୋଇଛନ୍ତି। ଏନେଇ ମହିଳା କର୍ମଚାରୀଜଣକ ବଣ୍ଡମୁଣ୍ଡା ଥାନାର ଆଇଆଇସିଙ୍କ ନାଁରେ ଅସଦାଚରଣ କରିଥିବା ଅଭିଯୋଗ ଆଣିଛନ୍ତି । ଅଭିଯୋଗ ପରେ ଆଇଆଇସିଙ୍କୁ ଏସପି ଅଫିସକୁ ବଦଳି କରାଯାଇଛି। ତେବେ ଏହି ଘଟଣା ମହିଳା ଡିଏସପିଙ୍କ ଦ୍ୱାରା ତଦନ୍ତ ଆରମ୍ଭ ହୋଇଛି।
The post ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ… appeared first on Dharitri Odia News.