ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ
ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ଶେଷ ହୋଇଛି। The post ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ appeared first on Dharitri Odia News.
ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ଶେଷ ହୋଇଛି।
The post ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ appeared first on Dharitri Odia News.