ଭାଙ୍ଗୁଛି ଲାଲଗଡ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି: ମାଓ ସଂଗଠନରେ ନିର୍ଯାତନା ଏବଂ ପୋଲିସର ମାଓ ଦମନରେ ଅତିଷ୍ଠ ହୋଇ ରବିବାର ପୁଣି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୋଲିସ ନିକଟରେ ୨୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏନେଇ ପୋଲିସ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆନ୍ଧ୍ର ଓଡିଶା ବଡର ଡିଭିଜନ ଏବଂ ତେଲେଙ୍ଗାନା ଷ୍ଟେଟ ଏରିଆ କମିଟିର ୨୨ ଜଣ ମାଓବାଦୀ ଜିଲ୍ଲା ପୋଲିସ ଏବଂ ଆଇଜି ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରୁ […]

ଭାଙ୍ଗୁଛି ଲାଲଗଡ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି: ମାଓ ସଂଗଠନରେ ନିର୍ଯାତନା ଏବଂ ପୋଲିସର ମାଓ ଦମନରେ ଅତିଷ୍ଠ ହୋଇ ରବିବାର ପୁଣି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୋଲିସ ନିକଟରେ ୨୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏନେଇ ପୋଲିସ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।