ଭାଜପା ଛାଡ଼ିଲେ ସୋର ପୌରାଧ୍ୟକ୍ଷ

ସୋର,୧୩ା୩(ଜନ୍ମେଜୟ ମିଶ୍ର): ସୋର ପୌର ପରିଷଦ ଅଧ୍ୟକ୍ଷ ମାଧବ ଧଡ଼ା ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ଏହି ସୂଚନା ଦେଇଛନ୍ତି। ଦଳ ତାଙ୍କୁ କୌଣସି ଗୁରୁତ୍ୱ ଦେଉ ନ ଥିବାରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ତେବେ କେଉଁ ଦଳରେ ଯୋଗଦେବେ ସେ ସମ୍ପର୍କରେ କିଛି ଚିନ୍ତା କରିନାହାନ୍ତି ବୋଲି ସେ କହିଛନ୍ତି। The post ଭାଜପା ଛାଡ଼ିଲେ ସୋର ପୌରାଧ୍ୟକ୍ଷ appeared first on Dharitri Odia News.

ଭାଜପା ଛାଡ଼ିଲେ ସୋର ପୌରାଧ୍ୟକ୍ଷ

ସୋର,୧୩ା୩(ଜନ୍ମେଜୟ ମିଶ୍ର): ସୋର ପୌର ପରିଷଦ ଅଧ୍ୟକ୍ଷ ମାଧବ ଧଡ଼ା ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ଏହି ସୂଚନା ଦେଇଛନ୍ତି। ଦଳ ତାଙ୍କୁ କୌଣସି ଗୁରୁତ୍ୱ ଦେଉ ନ ଥିବାରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ତେବେ କେଉଁ ଦଳରେ ଯୋଗଦେବେ ସେ ସମ୍ପର୍କରେ କିଛି ଚିନ୍ତା କରିନାହାନ୍ତି ବୋଲି ସେ କହିଛନ୍ତି।

The post ଭାଜପା ଛାଡ଼ିଲେ ସୋର ପୌରାଧ୍ୟକ୍ଷ appeared first on Dharitri Odia News.