ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ
ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ ପାଇଁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା। ତେବେ ଆଜି ପ୍ରକାଶ ପାଇଥିବା ତାଲିକାରେ ତାଙ୍କ ବଦଳରେ ସୁରମା ପାଢୀଙ୍କୁ ପ୍ରାର୍ଥୀ କରାଯାଇଛି। ସେହିପରି ପଟ୍ଟାଙ୍ଗୀରେ ଚୈତନ୍ୟ ହନ୍ତାଳଙ୍କ ସ୍ଥାନରେ ଚୈତନ୍ୟ ନନ୍ଦବାଲିଙ୍କୁ ପ୍ରାର୍ଥୀ କରିଛି ଦଳ। The post ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ appeared first on Dharitri Odia News.
ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ ପାଇଁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା। ତେବେ ଆଜି ପ୍ରକାଶ ପାଇଥିବା ତାଲିକାରେ ତାଙ୍କ ବଦଳରେ ସୁରମା ପାଢୀଙ୍କୁ ପ୍ରାର୍ଥୀ କରାଯାଇଛି। ସେହିପରି ପଟ୍ଟାଙ୍ଗୀରେ ଚୈତନ୍ୟ ହନ୍ତାଳଙ୍କ ସ୍ଥାନରେ ଚୈତନ୍ୟ ନନ୍ଦବାଲିଙ୍କୁ ପ୍ରାର୍ଥୀ କରିଛି ଦଳ।
The post ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ appeared first on Dharitri Odia News.