ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ନୂଆଦିଲ୍ଲୀ,୨୨।୪: ସୁରଟରେ ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାଜ୍ୟ ଭାଜପା ସଭାପତି ସିଆର ପାଟିଲ ଏହି ସୂଚନା ଦେଇଛନ୍ତି। ସୁରଟରେ କଂଗ୍ରେସ ପ୍ରାର୍ଥୀ ନୀଳେଶ କୁମ୍ବାନୀଙ୍କ ନାମାଙ୍କନ ରଦ୍ଦ କରାଯାଇଛି। ଏଥି ସହିତ ବିଏସପିର ପ୍ୟାରେଲାଲା ଭାରତୀ ଏହି ଆସନରୁ ତାଙ୍କ ନାମାଙ୍କନ ପ୍ରତ୍ୟାହାର କରି ନେଇଛନ୍ତି। ଏହା ପରେ ମଇଦାନରେ କୌଣସି ପ୍ରାର୍ଥୀ ନଥିଲେ। ଏଭଳି ପରିସ୍ଥିତିରେ ଭାଜପାର ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି ନିଶ୍ଚିତ କରାଯାଇଥିଲା। ଅନ୍ୟ […] The post ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ appeared first on Dharitri Odia News.
ନୂଆଦିଲ୍ଲୀ,୨୨।୪: ସୁରଟରେ ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାଜ୍ୟ ଭାଜପା ସଭାପତି ସିଆର ପାଟିଲ ଏହି ସୂଚନା ଦେଇଛନ୍ତି। ସୁରଟରେ କଂଗ୍ରେସ ପ୍ରାର୍ଥୀ ନୀଳେଶ କୁମ୍ବାନୀଙ୍କ ନାମାଙ୍କନ ରଦ୍ଦ କରାଯାଇଛି। ଏଥି ସହିତ ବିଏସପିର ପ୍ୟାରେଲାଲା ଭାରତୀ ଏହି ଆସନରୁ ତାଙ୍କ ନାମାଙ୍କନ ପ୍ରତ୍ୟାହାର କରି ନେଇଛନ୍ତି। ଏହା ପରେ ମଇଦାନରେ କୌଣସି ପ୍ରାର୍ଥୀ ନଥିଲେ। ଏଭଳି ପରିସ୍ଥିତିରେ ଭାଜପାର ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି ନିଶ୍ଚିତ କରାଯାଇଥିଲା। ଅନ୍ୟ ସମସ୍ତ ପ୍ରାର୍ଥୀ ମଧ୍ୟ ସେମାନଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଛନ୍ତି।
The post ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ appeared first on Dharitri Odia News.